Kishore Kumar Hits

Bhikhari Bala - Dinabandhu Ahi Ali текст песни

Исполнитель: Bhikhari Bala

альбом: Aahe Nila Saila


ଦୀନବନ୍ଧୁ ଏହି ଅଳି ଶ୍ରୀଛାମୁରେ
ଦୀନବନ୍ଧୁ ଏହି ଅଳି ଶ୍ରୀଛାମୁରେ
ଶ୍ରୀରଙ୍ଗା ଚରଣ ସେବାରେ ମୋ ମନ...
ଶ୍ରୀରଙ୍ଗା ଚରଣ ସେବାରେ ମୋ ମନ ରହିଥାଉ ନିରନ୍ତରେ
ଦୀନବନ୍ଧୁ ଏହି ଅଳି ଶ୍ରୀଛାମୁରେ
ଦାନା କନା ପଛେ ମନା ହେଉ ମତେ...
ଦାନା କନା ପଛେ ମନା ହେଉ ମତେ ନୀଳଚକ୍ର ବାନା ଚାହିଁ
ସୁଖୀ ହେଉଥିବି ଅଖିଳ ପତି ହେ...
ସୁଖୀ ହେଉଥିବି ଅଖିଳ ପତି ହେ ନିର୍ଦ୍ଦୟ ହୋଇବ ନାହିଁ
ଦୀନବନ୍ଧୁ ଏହି ଅଳି ଶ୍ରୀଛାମୁରେ
ବାରମାସେ ତେର ଯାତ୍ରା ଦେଖୁଥିବି
ବାରମାସେ ତେର ଯାତ୍ରା ଦେଖୁଥିବି ଶ୍ରୀକ୍ଷେତ୍ରେ ହୋଇ ଭିକାରୀ
ସାଧୁ ସନ୍ଥଙ୍କର ବୋଲାଇ କିଙ୍କର ମାଗୁଥିବି ମାଧୁକରୀ
ଦୀନବନ୍ଧୁ ଏହି ଅଳି ଶ୍ରୀଛାମୁରେ

Поcмотреть все песни артиста

Другие альбомы исполнителя

Похожие исполнители